ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା

ପୁରୀ: ଆଜି ବିଶ୍ୱ ଯୋଗ ଦିବସ । ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ପ୍ରଦର୍ଶନ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ବେଳାଭୂମିରେ ଏକ ସୁନ୍ଦର ଚିତ୍ର କରିବା ସହ ବାଲୁକାରେ ସୂର୍ଯ୍ୟ ନମସ୍କାରର ବିଭିନ୍ନ ମୁଦ୍ରାକୁ ସେ ନିଖୁଣ ଭାବେ ଦେଖାଇଛନ୍ତି । କରୋନା ମହାମାରୀ ସମୟରେ ଶରୀର ସୁସ୍ଥ ରହିବା ନିହାତି ଜରୁରୀ । ଏଣୁ ସମସ୍ତେ ଯୋଗ କରିବା ସହ ଅନ୍ୟ ମାନଙ୍କୁ ଉତ୍ସାହିତ କରିବାକୁ ସୁଦର୍ଶନ ନିବେଦନ କରିଛନ୍ତି ।

#YogaForWellness
On #InternationalDayOfYoga My SandArt of #SuryaNamaskar with message “Yoga For Well-Being “at Puri beach in Odisha. #YogaDay2021 pic.twitter.com/lkVgYaItwG

— Sudarsan Pattnaik (@sudarsansand) June 20, 2021

ଏଥିସହିତ ପଢ଼ନ୍ତୁ: ‘ମହାମାରୀର ସମୟରେ ଯୋଗ ଆମକୁ ମାନସିକଭାବେ ସଶକ୍ତ କରିଛି’

 

 

The post ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା appeared first on .

Please follow and like us:

Leave a Reply

Your email address will not be published.

Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp