ଆଜି ଓଡିଶାରୁ ୪ ହଜାର ୧୫୯ କରୋନା ଆକ୍ରାନ୍ତ ସୁସ୍ଥ

ଆଜି ଓଡିଶାରୁ ୪ ହଜାର ୧୫୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରୁ ହ୍ରାସ ପାଉଛି ସଂକ୍ରମଣ। ଆଜି ରାଜ୍ୟରୁ ଆଉ ୪ ହଜାର ୧୫୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ ଯୋଗେ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୭୩୫ ଜଣ ସୁସ୍ଥ ହୋଇଛନ୍ତି । ଷ୍ଟେଟ ପୁଲରୁ ୧୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୪୮ ହଜାର ୯୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Please follow and like us:

Leave a Reply

Your email address will not be published.

Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp