ଆଜି ଓଡିଶାରୁ ୪ ହଜାର ୧୫୯ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର: ରାଜ୍ୟରୁ ହ୍ରାସ ପାଉଛି ସଂକ୍ରମଣ। ଆଜି ରାଜ୍ୟରୁ ଆଉ ୪ ହଜାର ୧୫୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ ଯୋଗେ ସୂଚନା ଦେଇଛି।
ଆଜି ସର୍ବାଧିକ ଖୋର୍ଦ୍ଧାରୁ ୭୩୫ ଜଣ ସୁସ୍ଥ ହୋଇଛନ୍ତି । ଷ୍ଟେଟ ପୁଲରୁ ୧୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୪୮ ହଜାର ୯୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
Please follow and like us: