ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ । ମା’ଲକ୍ଷ୍ମୀ ଠାକୁରାଣୀ ସାଜିବେ ଦେବୀ ଋକ୍ମିଣୀ । ଶ୍ରୀମଦନମୋହନ ସାଜିବେ ଶ୍ରୀକୃଷ୍ଣ । ଜ୍ୟେଷ୍ଠମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ୠକ୍ମିଣୀ ହରଣ ଏକାଦଶୀ ବିଧି ।

ଏହି ଅବସରରେ ଠାକୁର-ଠାକୁରାଣୀଙ୍କ ଦେବ ବିବାହ ନୀତି ସମ୍ପନ୍ନ ହେବ । ସେବକମାନେ ଦେବତାଙ୍କ ପକ୍ଷରୁ ଏହି ନୀତି ସମ୍ପାଦନ କରିବେ । ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମିଣୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହେବ । ଏଥି ସହିତ ଭିତର ଚନ୍ଦନ ଯାତ୍ରା ଅବସରରେ ମହାପ୍ରଭୁଙ୍କ ଜଳକ୍ରୀଡ଼ା ବିଧି ଅନୁଷ୍ଠିତ ହେବ ।

Please follow and like us:

Leave a Reply

Your email address will not be published. Required fields are marked *

Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp