ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ । ସକାଳ ୬.୩୦ରେ ଜନତାଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ । ସକାଳ ୬.୩୦ରେ ଜନତାଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

କନକ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କରିବେ । ସକାଳ ୬ଟା ୩୦ରେ ସମ୍ବୋଧନ କରିବା ନେଇ ସେ ଟ୍ୱିଟ କରି ସୂଚନା ଦେଇଛନ୍ତି । କରୋନା ମହାମାରୀ ପାଇଁ ଏଥର ଭର୍ଚୁଆଲ ମାଧ୍ୟମରେ ଯୋଗ କରାଯିବ ।

ପ୍ରଧାମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି, କାଲି ୨୧ ଜୁନରେ ଆମେ ସପ୍ତମ ଯୋଗ ଦିବସ ପାଳନ କରିବୁ । ଏଥର ଥିମ ରହିଛି ୟୋଗ ଫର ୱେଲନେସ । ଯାହା ଶାରୀରିକ ଓ ମାନସିକ ରୋଗ ପାଇଁ ଅଭ୍ୟାସ କରାଯିବ । କାଲି ସକାଳ ୬ଟା ୩୦ ମିନିଟରେ ମୁଁ ଯୋଗ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବି ।

Please follow and like us:

Leave a Reply

Your email address will not be published. Required fields are marked *

Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp