ଉତ୍ତରାଖଣ୍ଡରେ ଲକଡାଉନ୍ ଅବଧି ଜୁନ୍ ୨୯କୁ ବୃଦ୍ଧି
ଡେରାଡୁନ୍: ଉତ୍ତରାଖଣ୍ଡରେ ପୁଣି ବଢିଲା ଲକଡାଉନ୍। ରାଜ୍ୟ ସରକାର କୋଭିଡ ପ୍ରତିବନ୍ଧକକୁ ଜୁନ୍ ୨୯ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକଣାକୁ ଆଉ ଏକ ସପ୍ତାହ ବଢାଇ ଦେଇଛନ୍ତି ସରକାର।
ଏହି ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇ ଉତ୍ତରପ୍ରଦେଶ କ୍ୟାବିନେଟ ମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ଜୁନ୍ ୨୨ ରୁ ଜୁନ୍ ୨୯ ପର୍ଯ୍ୟନ୍ତ କୋଭିଡ୍ କର୍ଫ୍ୟୁ ଲାଗୁ କରିବାକୁ ନିଷ୍ପତ୍ତି ନିଆଯାଇଛି।
Please follow and like us: