କଟକ ମହାନଗରରୁ ୯୧ କରୋନା ସଂକ୍ରମିତ ଚିହ୍ନଟ, ୧୭୮ ସୁସ୍ଥ

କଟକ ମହାନଗରରୁ ୯୧ କରୋନା ସଂକ୍ରମିତ ଚିହ୍ନଟ, ୧୭୮ ସୁସ୍ଥ

କଟକ:  କଟକ ମହାନଗରରୁ ଆଜି ୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୧ ଜଣ କ୍ୱେରାଣ୍ଟିନରୁ ଓ ୨୦ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି ।

ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭,୧୦୫ ରେ ପହଞ୍ଚିଛି । ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟପକ୍ଷରେ  ଆଜି କଟକ ମହାନଗରରୁ ୧୭୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗରରେ ମୋଟ ସୁସ୍ଥ ସଂଖ୍ୟା ୩୫,୬୬୯ ରେ ପହଞ୍ଚିଛି । ତେବେ, ଏଯାବତ୍ କଟକ ମହାନଗରରୁ ୯୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୧,୩୪୫ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ।

Please follow and like us:

Leave a Reply

Your email address will not be published. Required fields are marked *

Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp