କଳାହାଣ୍ଡିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୩ ଜଣଙ୍କ ମୃତ୍ୟୁ
କନକ ବ୍ୟୁରୋ: କଳାହାଣ୍ଡି ବେଲମାଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ-ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ୩ଜଣଙ୍କ ମୃତ୍ୟୁ ହୋଇଛି । ମୃତକମାନେ କ୍ରିକେଟ ମ୍ୟାଚ ଖେଳି ବାଇକରେ ଫେରୁଥିଲେ । ଏନଏଚ-୨୬ ବେଲାମାଳରେ ଘଟିଛି ଏଭଳି ଭୟଙ୍କର ଦୁର୍ଘଟଣା ।
The post କଳାହାଣ୍ଡିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୩ ଜଣଙ୍କ ମୃତ୍ୟୁ first appeared on Kanak News.
Please follow and like us: