ଗଛରେ ଝୁଲୁଛି ବୃଦ୍ଧଙ୍କ ମୃତଦେହ
ବନ୍ତଳା: ଅନୁଗୁଳ ଜିଲ୍ଲା ବନ୍ତଳା ଥାନା କଲେଇପଦା ଗ୍ରାମରେ ଜଣେ ବୃଦ୍ଧଙ୍କ ମୃତଦେହ ଗଛରେ ଝୁଲନ୍ତା ଅବସ୍ଥାରେ ଆଜି ଦେଖିବାକୁ ମିଳିଛି । ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ପୁଲିସ ତଦନ୍ତ ଚଳାଇଛି ।
ପ୍ରାପ୍ତ ସୂଚନା ଅନୁଯାୟୀ ବନ୍ତଳା ଥାନା କଲେଇପଦା ଗ୍ରାମର ରାଜ ମୁଖୀ (୬୫) ଗତକାଲି ଅପରାହ୍ନ ୩ଟା ବେଳକୁ ଶୌଚ ହେବାକୁ ଯାଉଛି କହି ଘରୁ ବାହାରି ଆସିଥିଲେ । ତେବେ ବିଳମ୍ବିତ ରାତି ପର୍ଯ୍ୟନ୍ତ ସେ ଘରକୁ ଫେରି ନଥିଲେ। ପରିବାର ଲୋକେ ଖୋଜାଖୋଜି ପରେ ଗତକାଲି ରାତିରେ ତାଙ୍କ ମୃତଦେହ ଗାଁ ନିକଟରେ ଥିବା ଏକ ଗଛରେ ଝୁଲୁଥିବା ଦେଖିବାକୁ ପାଇଥିଲେ। ପରିବାର ଲୋକଙ୍କ ଅଭିଯୋଗ ପରେ ଆଜି ସକାଳେ ବନ୍ତଳା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
The post ଗଛରେ ଝୁଲୁଛି ବୃଦ୍ଧଙ୍କ ମୃତଦେହ first appeared on Sambad.
Please follow and like us:
quetiapine 25 mg price in usa [url=https://quetiapine.space/]250 mg quetiapine[/url] buy quetiapine 300 mg online
quetiapine canada cost [url=https://quetiapine.site/]quetiapine online prescription[/url] quetiapine 2.0