ଟାଟା ମ୍ୟାଜିକ ଉପରେ ମାଲ୍ ବୋଝେଇ ଟ୍ରକ୍ ଚଢି ୨ ମୃତ

ଟାଟା ମ୍ୟାଜିକ ଉପରେ ମାଲ୍ ବୋଝେଇ ଟ୍ରକ୍ ଚଢି ୨ ମୃତ

ରାୟଗଡ଼ା: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ମୃତ  । ଟାଟା ମ୍ୟାଜିକ ଉପରେ ମାଲ୍ ବୋଝେଇ ଟ୍ରକ୍ ମାଡି ଯିବାରୁ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ରାୟଗଡ଼ା ଜିଲ୍ଲା ବିଷମକଟକ ଅନ୍ତର୍ଗତ ଚାଞ୍ଚରାଗୁଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି ।

ଦୁର୍ଘଟଣା ଏତେ ଭୀଷଣ ହୋଇଛି ଯେ, ଟାଟା ମ୍ୟାଜିକ୍ ଭାଙ୍ଗିରୁଜି ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଛି । ଦୁର୍ଘଟଣା ଘଟାଇଥିବା ଟ୍ରକର ବି କିଛି ଅଂଶ ଭାଙ୍ଗିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ କରୁଛି ।

Please follow and like us:

Leave a Reply

Your email address will not be published. Required fields are marked *

Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp