ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲ: ନ୍ୟୁଜିଲାଣ୍ଡର ବ୍ୟାଟିଂ ଜାରି

ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲ: ନ୍ୟୁଜିଲାଣ୍ଡର ବ୍ୟାଟିଂ ଜାରି

ସାଉଥାମ୍ପଟନ୍‌: ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲ ମ୍ୟାଚରେ ବର୍ଷା ବାଧକ ସାଜିଛି । ଖେଳ ଆରମ୍ଭରୁ ଲାଗି ରହିଛି ବର୍ଷା । ଭାରତ ତାର ପ୍ରଥମ ଇଂନିସ ଖେଳ ଶେଷ କରିଥିବା ବେଳେ ନ୍ୟୁଜିଲାଣ୍ଡ ତାର ପ୍ରଥମ ଇଂନିସ ଅଧା ରଖିଛି । ରିପୋର୍ଟ ଲେଖାଯିବା ବେଳକୁ ନ୍ୟୁଜିଲାଣ୍ଡ ବ୍ୟାଟିଂ ଜାରି ରଖିଛି । ଟିମ୍ ୨ଟି ୱିକେଟ ହରାଇ ୧୦୨ ରନ୍ ସଂଗ୍ରହ କରିଛି । ଫଳରେ ଭାରତ ଠାରୁ ୧୧୫ ରନ୍ ପଛରେ ରହିଛି ।

ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା । ଆଉ ଭାରତ ବ୍ୟାଟିଂ ଆରମ୍ଭ କରିଥିଲା । ଟିମ ଇଣ୍ଡିଆ ପ୍ରଥମ ଇଂନିସରେ ୨୧୭ ରନ କରିଥିଲା । ସେହିପରି ନ୍ୟୁଜିଲାଣ୍ଡ ୨ ୱିକେଟ ହରାଇ ୧୦୧ ରନ କରିଛି ।

The post ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲ: ନ୍ୟୁଜିଲାଣ୍ଡର ବ୍ୟାଟିଂ ଜାରି first appeared on Sambad.

Please follow and like us:

Leave a Reply

Your email address will not be published.

Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp