ଭୁବନେଶ୍ୱରରୁ ସେକ୍ସ ରାକେଟ ଠାବ

ଭୁବନେଶ୍ୱରରୁ ସେକ୍ସ ରାକେଟ ଠାବ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଠାବ ହୋଇଛି ସେକ୍ସ ରାକେଟ । ଗେଷ୍ଟ ହାଉସରେ ଚାଲିଥିଲା ଦେହ ବ୍ୟବସାୟ। ବୁଦ୍ଧେଶ୍ୱରୀ କଲୋନୀ ଅଞ୍ଚଳରେ ଚାଲିଥିଲା ହାଇପ୍ରୋଫାଇଲ ସେକ୍ସ ରାକେଟ । ଜଣେ ଯୁବତୀ ଉଦ୍ଧାର ସହ ତିନି ଗ୍ରାହକଙ୍କୁ ଅଟକ ରଖିଛି ପୋଲିସ।

ସେକ୍ସ ରାକେଟ ଖବର ପାଇ ଲକ୍ଷ୍ମୀସାଗର ଥାନା ପୋଲିସ ଚଢ଼ାଉ କରିଥିଲା । କେବେଠାରୁ ଚାଲିଥିଲା ସେକ୍ସ ରାକେଟ୍, କେଉଁଠାରୁ ଯୁବତୀ ଆସୁଥିଲେ ତା’ର ଖୋଲତାଡ଼ କରୁଛି ପୋଲିସ।

Please follow and like us:

Leave a Reply

Your email address will not be published. Required fields are marked *

Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp