ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ
ରାୟଗଡ଼ା : ରାୟଗଡ଼ା ଜିଲ୍ଲା ବିଷମକଟକ ଚାଞ୍ଚରାଗୁଡ଼ାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଟାଟା ଏସି ଗାଡ଼ିକୁ ଏକ ମାଲ ବୋଝେଇ ଟ୍ରକ ଚାପି ଦେବା ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ ଦୁର୍ଘଟଣା ଏତେ ଭୀଷଣ ଥିଲା ଯେ ଟାଟା ଏସିଟି ସମୂର୍ଣ୍ଣ ନଷ୍ଟ ହୋଇଯାଇଥିବାବେଳେ ଟ୍ରକର କିଛି ଅଂଶ ମଧ୍ୟ ଭାଙ୍ଗିଯାଇଛି ।
The post ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ first appeared on Sambad.
Please follow and like us: