ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ବିଷମକଟକ ଚାଞ୍ଚରାଗୁଡ଼ାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଟାଟା ଏସି ଗାଡ଼ିକୁ ଏକ ମାଲ ବୋଝେଇ ଟ୍ରକ ଚାପି ଦେବା ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ ଦୁର୍ଘଟଣା ଏତେ ଭୀଷଣ ଥିଲା ଯେ ଟାଟା ଏସିଟି ସମୂର୍ଣ୍ଣ ନଷ୍ଟ ହୋଇଯାଇଥିବାବେଳେ ଟ୍ରକର କିଛି ଅଂଶ ମଧ୍ୟ ଭାଙ୍ଗିଯାଇଛି ।

The post ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ first appeared on Sambad.

Please follow and like us:

Leave a Reply

Your email address will not be published.

Generated by Feedzy
error

Enjoy this news? Please spread the word :)

YouTube
YouTube
WhatsApp